ଶିଶୁ ଓ କିଶୋର ଆସନ୍ତାକାଲିର ସମ୍ଭାବନା । ଏହି ବୟସରେ ସେ ନିଜକୁ ଗଢ଼େ । ଭବିଷ୍ୟତର ବିରାଟ ବୋଝ ବୋହିବାକୁ ସଂକଳ୍ପ କରେ । ନିଜ ଭିତରେ ଉକୁଟି ଉଠୁଥିବା ଆଭାସ ଓ ଆବେଦନକୁ ସେ ପରିପ୍ରକାଶ କରିବାକୁ ଚାହୁଁଥିବାବେଳେ ତାହାକୁ ଆହୁରି ତରଙ୍ଗାୟିତ କରିବା ପାଇଁ ଆମେ ବଡ଼ମାନେ ତାଙ୍କପାଇଁ ବାଡ଼ ନ ହୋଇ ମଶାଲ ପାଲଟିଲେ , ସେମାନେ ସହଜରେ ଅନ୍ଧାର ପଥ ଅତିକ୍ରମ କରିପାରିବେ ।
ଶିଶୁଟି ପଢ଼ିବସିଲେ ଆଉ ଏକ ଦୁନିଆରେ ପହଂଚିଯାଏ । ପ୍ରତିପୃଷ୍ଠାରେ ତା ଚାରିପାଖରେ ବାପାବୋଉ, ସାଙ୍ଗସାଥୀ, ପରିବାର ବ୍ୟତିରେକ ଆଉ କେତେକ ଚରିତ୍ର ଓ ଘଟଣାକ୍ରମ ତାକୁ ଆକର୍ଷିତ କରିଥାଏ । ଦୁନିଆକୁ ଜାଣିବସେ । ନିଜର ସ୍ଥିତି ଅବସ୍ଥିତିକୁ ବୁଝିପାରେ । ଗଛ, ପାହାଡ଼, ନଦୀ, ସାଗର, ଆକାଶ, ମାଟିରେ ଗଢ଼ି ହେଉଥିବା ଜୀବନମାନଙ୍କୁ ଜାଣି ନିଜ କଅଁଳ ଆଖିରେ କଳ୍ପନା କରିବସେ ଓ ସାତରଙ୍ଗରେ ରଙ୍ଗେଇବାକୁ ଚେଷ୍ଟାକରେ । ଶାସନ ଅନୁଶାସନର ଅର୍ଗଳି ମଧ୍ୟରେ ଅସରନ୍ତି ପାହାଚରେ ପାଦ ଥାପିବାକୁ ପଛାଏନି । ପ୍ରତିଯୋଗିତାର ପୃଥିବୀରେ ପାରିଲା ପଣିଆର ପାରଦର୍ଶିତାକୁ ପ୍ରତିପାଦନ କରିବାକୁ ଆଶା ବାନ୍ଧେ । ଜୀବନ କାନ୍ଭାସ୍ରେ ଚିତ୍ରିତ ଦିଗକୁ ସ୍ୱତନ୍ତ୍ର କରିବାର ସୁଯୋଗକୁ ହାତଛଡ଼ା କରେନା ।
ଏଇ ସାଧନାର ଶୁଭବେଳାରେ ମୁଁ ନିଜ ବୟସରୁ ଝର୍କା ଦେଇ ଓହ୍ଲେଇ ଆସିଛି । ବୟସକୁ ପଛେଇ ଦେଇ ନିଜେ ଶିଶୁଟିଏ ପାଲଟି ତାଙ୍କ ହାତରେ ଧରେଇଦେବାକୁ ଚେଷ୍ଟା କରିଛି ଶିଶୁ କବିତା ଗୁଚ୍ଛ ’ରୁରୁରୁ ରୁରୁ’ କୁ । ଶିଶୁମନରେ ଆମୋଦ ସହିତ ଆଗାମୀ କାଲିରେ ଏକଏକ ନାୟକ ହେବାକୁ ସଂକଳ୍ପ କରି ସଫଳତା ପାଇଁ ମୋ ହୃଦୟର ଆବେଦନ କବିତାଗୁଚ୍ଛ ଗୁଣ୍ଡୁଚିମୂଷାର ଭୂମିକା ନେବ ବୋଲି ଆଶା ବାନ୍ଧିଛି ।
"Sinopsis" puede pertenecer a otra edición de este libro.
ରଘୁନାଥ ସାହୁ ଓଡିଆ ନାଟକ, ଗଳ୍ପ, ପ୍ରବନ୍ଧ ଓ କବିତା ରଚନା କ୍ଷେତ୍ରରେ ଏକ ଅନନ୍ୟ ଉଚ୍ଚାରଣ । ଶ୍ରୀ ସାହୁଙ୍କର ଜନ୍ମ ୧୯୭୧ ମସିହା ଜାନୁଆରୀ ୨୩ ତାରିଖ ଦିନ ଜଗତ୍ସିଂହପୁର ଜିଲ୍ଲାର କୁଜଙ୍ଗ ସ୍ଥିତ ବଳରାମପୁର ଗ୍ରାମରେ । ପ୍ରକାଶିତ ୨୨ଟି ନାଟକ ମଧ୍ୟରୁ "ଆଖଡାଘର", "ନାଟ୍ୟଗ୍ରନ୍ଥ", "ଡିମିରିଫୁଲ" ଓ ଏକାଙ୍କିକା ମଧ୍ୟରୁ "ଓ ଓହଳମାନେ", "ଏକ ଏକ ଏକାଙ୍କିକା" ଆଦି ବେଶ୍ ଜନାଦୃତ । ଗଳ୍ପ "ମାଟିର ମୁହୂର୍ତ୍ତ", "ଛକ", "ଉତର ପୁରୁଷ" ଓ ଶିଶୁ କିଶୋର କବିତା ପୁସ୍ତକ "ବୋଉ ବୋଉକା" ପ୍ରକାଶ ପାଇ ପାଠକୀୟ ଆଦୃତି ଲାଭ କରିଛି । ରାଜ୍ୟ କଳା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ, ଓଡିଶା ଓ ଡକ୍ଟର ହରେକୃଷ୍ଣ ମହତାବ ଜୟନ୍ତୀ କମିଟି ସମେତ ଓଡିଶାର ବହୁ କଳା ସାହିତ୍ୟ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ଶ୍ରୀ ସାହୁଙ୍କୁ ମିଳିଛି ଅନେକ ସ୍ୱୀକୃତି ଓ ସମ୍ବର୍ଦ୍ଧନା । ଏହି ଶିଶୁ କିଶୋର କବିତା "ରୁରୁରୁ ରୁରୁ" କୁନି କୁନି ପିଲାମାନଙ୍କୁ ଦୁନିଆକୁ ଚିହ୍ନେଇବା ସହିତ ଅସୁମାରି ସମ୍ଭାବନାର ସାକାର ରୂପର ଉପହାର ।
"Sobre este título" puede pertenecer a otra edición de este libro.
Librería: PBShop.store US, Wood Dale, IL, Estados Unidos de America
PAP. Condición: New. New Book. Shipped from UK. THIS BOOK IS PRINTED ON DEMAND. Established seller since 2000. Nº de ref. del artículo: L0-9781645602224
Cantidad disponible: Más de 20 disponibles
Librería: PBShop.store UK, Fairford, GLOS, Reino Unido
PAP. Condición: New. New Book. Delivered from our UK warehouse in 4 to 14 business days. THIS BOOK IS PRINTED ON DEMAND. Established seller since 2000. Nº de ref. del artículo: L0-9781645602224
Cantidad disponible: Más de 20 disponibles
Librería: Majestic Books, Hounslow, Reino Unido
Condición: New. Print on Demand pp. 156. Nº de ref. del artículo: 388023144
Cantidad disponible: 4 disponibles
Librería: Books Puddle, New York, NY, Estados Unidos de America
Condición: New. Print on Demand pp. 156. Nº de ref. del artículo: 26391609527
Cantidad disponible: 4 disponibles
Librería: Ria Christie Collections, Uxbridge, Reino Unido
Condición: New. In. Nº de ref. del artículo: ria9781645602224_new
Cantidad disponible: Más de 20 disponibles
Librería: Chiron Media, Wallingford, Reino Unido
Paperback. Condición: New. Nº de ref. del artículo: 6666-IUK-9781645602224
Cantidad disponible: 10 disponibles
Librería: Biblios, Frankfurt am main, HESSE, Alemania
Condición: New. PRINT ON DEMAND pp. 156. Nº de ref. del artículo: 18391609533
Cantidad disponible: 4 disponibles
Librería: THE SAINT BOOKSTORE, Southport, Reino Unido
Paperback / softback. Condición: New. This item is printed on demand. New copy - Usually dispatched within 5-9 working days. Nº de ref. del artículo: C9781645602224
Cantidad disponible: Más de 20 disponibles
Librería: moluna, Greven, Alemania
Kartoniert / Broschiert. Condición: New. Nº de ref. del artículo: 596616229
Cantidad disponible: Más de 20 disponibles
Librería: AHA-BUCH GmbH, Einbeck, Alemania
Taschenbuch. Condición: Neu. nach der Bestellung gedruckt Neuware - Printed after ordering - ¿¿¿¿ ¿ ¿¿¿¿¿ ¿¿¿¿¿¿¿¿¿¿¿ ¿¿¿¿¿¿¿¿ ¿ ¿¿¿ ¿¿¿¿¿ ¿¿ ¿¿¿¿¿ ¿¿¿ ¿ ¿¿¿¿¿¿¿¿ ¿¿¿¿¿ ¿¿¿ ¿¿¿¿¿¿¿¿ ¿¿¿¿¿¿ ¿¿¿ ¿ ¿¿¿ ¿¿¿¿¿ ¿¿¿¿¿ ¿¿¿¿¿¿¿ ¿¿¿¿ ¿ ¿¿¿¿¿¿¿ ¿¿ ¿¿¿¿¿¿¿¿¿ ¿¿¿¿¿¿¿ ¿¿¿¿¿¿¿¿¿¿¿¿¿ ¿¿¿¿¿¿ ¿¿¿¿¿ ¿¿¿¿¿¿¿¿¿ ¿¿¿¿¿ ¿¿¿¿ ¿¿¿ ¿¿¿¿¿¿ ¿¿¿¿¿¿¿¿¿ ¿¿¿ ¿ ¿¿¿ ¿¿¿¿ ¿¿¿¿¿¿¿ , ¿¿¿¿¿¿ ¿¿¿¿¿ ¿¿¿¿¿¿ ¿¿ ¿¿¿¿¿¿¿ ¿¿¿¿¿¿¿¿¿ ¿¿¿¿¿¿¿ ¿¿¿¿¿¿¿¿ ¿¿ ¿¿ ¿¿¿¿¿¿¿ ¿¿¿¿¿¿¿¿ ¿ ¿¿¿¿¿¿¿¿¿¿¿¿¿ ¿¿ ¿¿¿¿¿¿¿¿¿ ¿¿¿¿¿¿¿, ¿¿¿¿¿¿¿¿¿, ¿¿¿¿¿¿ ¿¿¿¿¿¿¿¿ ¿¿ ¿¿¿¿¿ ¿¿¿¿¿¿ ¿ ¿¿¿¿¿¿¿¿ ¿¿¿¿ ¿¿¿¿¿¿¿ ¿¿¿¿¿¿ ¿ ¿¿¿¿¿¿¿ ¿¿¿¿¿¿¿ ¿ ¿¿¿¿ ¿¿¿¿¿¿ ¿¿¿¿¿¿¿¿¿¿ ¿¿¿¿¿¿¿¿ ¿ ¿¿, ¿¿¿¿¿, ¿¿¿, ¿¿¿¿, ¿¿¿¿, ¿¿¿¿¿¿ ¿¿¿ ¿¿¿¿¿¿¿ ¿¿¿¿¿¿¿¿¿¿¿ ¿¿¿¿ ¿¿¿ ¿¿¿¿ ¿¿¿¿¿ ¿¿¿¿¿¿ ¿¿¿¿¿¿ ¿ ¿¿¿¿¿¿¿¿¿ ¿¿¿¿¿¿¿¿¿¿ ¿¿¿¿¿¿¿¿¿ ¿ ¿¿¿¿ ¿¿¿¿¿¿¿¿ ¿¿¿¿¿¿ ¿¿¿¿¿¿ ¿¿¿¿¿¿¿ ¿¿¿¿¿¿¿ ¿¿¿ ¿¿¿¿¿¿¿¿ ¿¿¿¿¿¿ ¿ ¿¿¿¿¿¿¿¿¿¿¿¿ ¿¿¿¿¿¿¿¿ ¿¿¿¿¿¿ ¿¿¿¿¿ ¿¿¿¿¿¿¿¿¿¿¿¿ ¿¿¿¿¿¿¿¿¿ ¿¿¿¿¿¿¿ ¿¿¿ ¿¿¿¿¿¿ ¿ ¿¿¿¿ ¿¿¿¿¿¿¿¿¿¿¿¿ ¿¿¿¿¿¿¿ ¿¿¿¿¿ ¿¿¿¿¿¿¿¿¿ ¿¿¿¿¿¿ ¿¿¿¿¿¿¿ ¿¿¿¿¿¿ ¿¿¿¿¿ ¿¿¿ ¿¿¿¿¿¿ ¿¿¿¿¿¿¿¿¿ ¿¿¿ ¿¿¿ ¿¿¿¿¿ ¿¿¿¿¿ ¿¿¿ ¿¿¿¿¿¿ ¿¿¿¿¿ ¿ ¿¿¿¿¿ ¿¿¿¿ ¿¿¿ ¿¿¿¿ ¿¿¿¿¿¿¿ ¿¿¿¿¿ ¿¿¿¿¿ ¿¿¿¿¿ ¿¿¿¿¿¿¿¿¿¿ ¿¿¿¿¿¿ ¿¿¿¿¿ ¿¿¿¿ ¿¿¿¿¿ ¿¿¿¿¿ '¿¿¿¿¿¿ ¿¿¿¿' ¿¿ ¿ ¿¿¿¿¿¿¿¿ ¿¿¿¿ ¿¿¿¿ ¿¿¿¿¿ ¿¿¿¿¿¿ ¿¿¿¿ ¿¿¿¿ ¿¿¿¿¿¿ ¿¿¿¿¿¿ ¿¿¿ ¿¿¿¿¿ ¿¿¿¿ ¿¿ ¿¿¿¿¿ ¿¿¿¿¿ ¿¿¿¿¿¿¿¿¿¿ ¿¿¿¿¿¿¿¿¿¿¿¿¿ ¿¿¿¿¿¿ ¿¿¿ ¿¿¿¿ ¿¿¿ ¿¿¿¿¿¿¿¿ ¿. Nº de ref. del artículo: 9781645602224
Cantidad disponible: 1 disponibles